ରାଜ୍ୟ ବିଜେପି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ମନମୋହନ ସାମଲ
ରାଜ୍ୟ ବିଜେପି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ମନମୋହନ ସାମଲ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ । ପୁଣି ଥରେ ସଭାପତି ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ସମ୍ଭାବନା ଉଜ୍ଜ୍ବଳ ।

ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ. କେ. ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର ଯାଞ୍ଚ କରାଯାଇ ୪ଟା ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଏବଂ ଚିହ୍ନ ଆବଣ୍ଟନ କରାଯିବ । ଆବଶ୍ୟକ ହେଲେ ୮ତାରିଖ ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ମତଦାନ ହେବ ଏବଂ ୧୧ଟା ୩୦ ସୁଦ୍ଧା ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯିବ । ଏହି ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ସଞ୍ଜୟ ଜୟସ୍ବାଲଙ୍କୁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି। ଏହି ପ୍ରକ୍ରିୟା ୮ ତାରିଖ ଦିନ ଶେଷ ହେବ ବୋଲି ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଯତୀନ ମହାନ୍ତି କହିଛନ୍ତି।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ











Click it and Unblock the Notifications