Get Updates
Get notified of breaking news, exclusive insights, and must-see stories!

ପୂର୍ବ ଚିଠିକୁ ସଂଶୋଧନ କଲେ ସରକାର: ମନୋଜ ଆହୁଜା ହେଲେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ

ମନୋଜ ଆହୁଜା ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଛନ୍ତି । ରାଜ୍ୟ ସରକାର ପୂର୍ବ ଚିଠିକୁ ସଂଶୋଧନ ପରେ ଏହି ନିଷ୍ପତ୍ତି ହୋଇଛି ।

ପୂର୍ବ ଚିଠିରେ ଜି.ଏ କମିଟି ମନୋଜ ଆହୁଜାଙ୍କୁ ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଥିଲା। ହେଲେ ଏ ନେଇ ଖବର ପ୍ରସାରଣ ପରେ ସେବାୟତ ପ୍ରତିକ୍ରିୟାଶୀଳ ହୋଇଥିଲେ। ନିୟମ ଅନୁସାରେ, ଗଜପତି ମହାରାଜ ପରିଚାଳନା କମିଟି ଅଧ୍ୟକ୍ଷ ରହିପାରିବେ । ତେବେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା। ଯାହା ପରେ ଚିଠି ବଦଳାଯଇଥିଲା ।

Manoj Ahuja

ସୂଚନାଯୋଗ୍ୟ, ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା । ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+