Get Updates
Get notified of breaking news, exclusive insights, and must-see stories!

ମନୋଜ କୁମାର ପରିଡ଼ା ରାଜ୍ୟ ମୁଖ୍ୟ ସୂଚନା କମିଶନର ଭାବେ ନେଲେ ଦାୟିତ୍ୱ

ମନୋଜ କୁମାର ପରିଡ଼ା ହେଲେ ରାଜ୍ୟ ମୁଖ୍ୟ ସୂଚନା କମିଶନର । ଆଜି ମୁଖ୍ୟ ସୂଚନା ଆୟୁକ୍ତ ଭାବେ ପୂର୍ବତନ IAS ଅଧିକାରୀ ମନୋଜ କୁମାର ପରିଡ଼ା ରାଜଭବନ ଠାରେ ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ମନୋଜ ପରିଡାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

Manoj Kumar Parida

ଏହା ସହିତ ପୂର୍ବତନ IPS ପ୍ରଣବନ୍ଧୁ ଆଚାର୍ଯ୍ୟ, ହାଇକୋର୍ଟ ଆଇନଜୀବୀ କଳ୍ପନା ପଟ୍ଟନାୟକ, ଅବସର ପ୍ରାପ୍ତ IAS ପବିତ୍ର ମଣ୍ଡଳ ସୂଚନା ଆୟୁକ୍ତ ଭାବେ ଶପଥ ନେଇଛନ୍ତି । ଏହି ଉତ୍ସବରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଦେବ ପ୍ରସାଦ ଦାସ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+