ପୁଣି ବିବାଦରେ ମନୋଜ ମିଶ୍ର , କଟକ ସାଇବର ଥାନାରେ ଏତଲା

ପୁଣି ବିବାଦ ଭିତରେ ଅଭିନେତା ମନୋଜ ମିଶ୍ର । ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା । ଏନେଇ କଟକ ସାଇବର ଥାନାରେ ଏତଲା ଦିଆଯାଇଛି । ତେବେ ଏତଲା ଦେଇଛିି ଓଡ଼ିଆ ଫିଲ୍ମ ଆଣ୍ଡ ଡାଇରେକ୍ଟର ଆସୋସିଏସନ । ଏହି ମାମଲାରେ ସଙ୍ଘର ସଭାପତି ସବ୍ୟସାଚୀ ମହାପାତ୍ର ପ୍ରତିକ୍ରିୟା ରଖି କହିଛନ୍ତି, ଯେକୌସି ନୂଆ ଫିଲ୍ମ ଆସିଲେ ମନୋଜ ରଖୁଛନ୍ତି ମନ୍ତବ୍ୟ ।

ଫିଲ୍ମ ନିର୍ଦ୍ଦେଶକ, ପ୍ରଯୋଜକ ଓ ଅଭିନେତାଙ୍କୁ କରୁଛନ୍ତି ଆକ୍ଷେପ । ଭାଷା କହିଲାବେଳେ ସଂଜତ ହୋଇ କହିବା ସିଖିନାହାଁନ୍ତି ମନୋଜ । ଯାହା ପାଟିକୁ ଆସିଲା ସେଇଆ କହିଦେଉଛନ୍ତି । ସୋସିଆଲ ମିଡିଆରେ ଏଭଳି ଆକ୍ଷେପ ଯୋଗୁଁ କଷ୍ଟ ଲାଗୁଛି ବୋଲି କହିଛନ୍ତି ସବ୍ୟସାଚୀ ମହାପାତ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+