ସକ୍ରିୟ ହେଉଛନ୍ତି ଲାଲ୍ ବାହିନୀ ! ନୂଆପଡ଼ାରେ ଠାହ ହେଲା ମାଓ କ୍ୟାମ୍ପ୍
ନୂଆପଡା : କିଛି ଦିନର ନୀରବତା ପରେ ପୁଣି ସକ୍ରିୟ ହେଉଛନ୍ତି ମାଓବାଦୀ । ବିଶେଷ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସକ୍ରିୟ ହେଉଛନ୍ତି ଲାଲ୍ ବାହିନୀ । ଗତକାଲି ରାତିରେ ରାୟଗଡ଼ାର ମୁନିଗୁଡ଼ାର ଏକ କ୍ରସରରେ ଲଙ୍କା କାଣ୍ଡ ଭିଆଇବା ପରେ ଆଜି ନୂଆ ପଡ଼ାରେ ଠାବ ହୋଇଛି ମାଓ କ୍ୟାମ୍ପ । କମ୍ବିଂ ଅପରେସନ ସମୟରେ ମାଓ କ୍ୟାମ୍ପ ଠାବ କରିବା ସହ ଅନେକ ଅସ୍ତ୍ରଶସ୍ତ୍ର ଏବଂ ଅନ୍ୟାନ୍ୟା ମାଓ ଜିନିଷ ଜବତ କରାଯାଇଛି ।

ଏ ନେଇ ଏସପି ରାଘେବେନ୍ଦ୍ର ଗୁଣ୍ଡାଲା ରେଡ୍ଡୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ବିଶେଷ ସୂତ୍ରରୁ ଖବର ପାଇ ନୂଆପଡା SP ଙ୍କ ନିର୍ଦ୍ଧେଶକ୍ରମେ 29 ତାରିଖ ଦିନ SOG, DVF ଓ CRPF ସିନାପାଲି ଓ ବୋଡେ଼ନ ଅଞ୍ଚଳରେ କମ୍ବଂ ଅପରେସନ କରାଯାଇଥିଲା । ସିନାପାଲି ଝୋଲାପଡା ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରି ରହୁଥିବା ସୂଚନା ପାଇ ଅପରେସନକୁ ଆହୁରି ବ୍ୟାପକ କରାଯାଇଥିଲା ।
ଏହା ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ । ସେହି ସ୍ଥାନରୁ ବିଭିନ୍ନ ପ୍ରକାର ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଛି । ହ୍ୟାଣ୍ଡ ଗ୍ରେନେଡ, ରେଡ଼ିଓ, ସୋଲଡିଂ ମେସିନ, ବ୍ୟାଟେରୀ, ମାଓ ପୋଷାକ, ମାଓ ପୁସ୍ତିକା ଏବଂ ଖାଦ୍ୟପେୟ ଆଦି ଜବତ କରାଯାଇଛି ।
ବର୍ତ୍ତମାନ ମଧ୍ୟ SOG, DVF ଓ CRPF ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି ନୂଆପଡା SP ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications