Get Updates
Get notified of breaking news, exclusive insights, and must-see stories!

ପୁଣି ମାତିଲେ ଲାଲ ବାହିନୀ, ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ରାଉରକେଲା: ପୁଣି ନିଜର କାୟା ବିସ୍ତାର କଲେ ଲାଲ ବାହିନୀ । ଓଡ଼ିଶା -ଝାରଖଣ୍ଡ ସୀମାନ୍ତରେ ମାତିଲେ ମାଓବାଦୀ । ଜରେଇକେଲା ସମଠା ଗାଁରେ ସଶସ୍ତ୍ର ମାଓବାଦୀ ହିଂସାକାଣ୍ଡ ଭିଆଇଛନ୍ତି ।

maoist

ପୋଲିସ୍ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି । ଘରେ ପଶି ଯୁବକଙ୍କୁ ଗୁଳି କରି ନିର୍ମମ ଭାବେ ହତ୍ୟା କରିଛନ୍ତି । ଗତକାଲି ବିଳମ୍ବିତ ରାତିରେ ଏମିତି ହୃଦୟବିଦାରକ କାଣ୍ଡ ଭିଆଇଛନ୍ତି ମାଓବାଦୀ । ମୃତକ ହେଲେ ମେନସନ ଭେଙ୍ଗରା ।

ମାଓବାଦୀ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ । ଗୋଟିଏ ଗୁଳି ତାଙ୍କ ମୁଣ୍ଡ ଓ ଅନ୍ୟ ଗୁଳି ଛାତିରେ ବାଜିଥିଲା । ସେଠାରେ ମାଓବାଦୀ ପୋଷ୍ଟର ଛାଡ଼ି ଯାଇଛନ୍ତି । ମୃତ ଯୁବକ ମାଓବାଦୀ ନାଁରେ ଚାନ୍ଦା ମାଗି ଗତ 2023 ମେ ମାସରେ ଜେଲ ଯାଇଥିଲେ । ଗତ ଦୁଇ ମାସ ତଳେ ଜେଲରୁ ବାହାରିଥିଲେ । ସିଆରପିଏଫ ଓ ଝାରଖଣ୍ଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+