ଫେବ୍ରୁଆରି ୧୦ରୁ ହେବ ବଡ଼ ଧରଣର ଧରପଗଡ଼; ଜୋରଦାର ଗାଡ଼ି ଚେକିଂ, ନ ମାନିଲେ...

ଫେବ୍ରୁଆରି ୧୦ରୁ ହେବ ବଡ଼ ଧରଣର ଧରପଗଡ଼ । ଏନେଇ କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ, ଗାଡ଼ି କାଚରେ କଳାଜରି, ଉଚ୍ଚ ଶବ୍ଦରେ ହର୍ଣ୍ଣ ଥିଲେ କଡ଼ା ଆକ୍ସନ ନିଆଯିବ ।

ସେହିପରି କଟକ ଓ ଭୁବନେଶ୍ବରରେ ବ୍ୟାପକ ଚଢ଼ାଉ ହେବ । ୧୦ ପୂର୍ବରୁ ଏଥିରୁ ନିବୃତ୍ତ ରହିବାକୁ ପୋଲିସ ପରାମର୍ଶ ଦେଇଛି । ।

ସେହପରି ଆଗ ଓ ପଛକାଚ ଦେଇ ଅତି କମରେ ୭୦% ଦେଖାଯିବା ଜରୁରୀ। ବାମ ଓ ଡାହାଣ ପାଶର୍‌ବ କାଚ ଦେଇ ଅତି କମରେ ୫୦% ଦେଖାଯିବା ଜରୁରୀ ବୋଲି ସୂଚନା ମିଳିଛି।

Massive crackdown
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+