ୟୁନିଟ୍‌-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ , ଅନୁଧ୍ୟାନ କଲେ ବିଏମସି କମିଶନର

ରାଜଧାନୀରେ ବିଳମ୍ବିତ ରାତିରେ ୟୁନିଟ୍‌-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ହାଟରେ ଥିବା ୫୦ରୁ ଅଧିକ ଦୋକାନ ଘ ସମ୍ପୂର୍ଣ୍ଣ ଜଳିପୋଡି ଛାରଖାର ହୋଇଯାଇଛି । ଏଥିରେ କୋଟି କୋଟି ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଛି । ହାଟରେ ସ୍ଥିତି ନେଇ ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା । ସେ କହିଉନ୍ତି ପ୍ଲାଷ୍ଟିକ ବହୁଳ ମାତ୍ରରେ ବ୍ୟବହାର କରୁଛନ୍ତି କିଛି ବ୍ୟବସାୟୀ । ପାଲ ପକାଇ ରାସ୍ତାକୁ ସଙ୍କୁଚିତ କରି ଦେଇଛନ୍ତି, ଅଗ୍ନି ନିର୍ବାପକ ବ୍ୟବସ୍ଥା ପାଇଁ ଏସଆରସି ପକ୍ଷରୁ ସ୍ୱୀକୃତି ମିଳିଛି । ଏନେଇ ଡିଆରପି ପ୍ରସ୍ତୁତ କରାଯାଇ ଏସଆରସିଙ୍କୁ ଦିଆଯାଇଥିଲା । ଏଥିପାଇଁ ପ୍ରାୟ ୨୦କୋଟି ଟଙ୍କାର ଅର୍ଥ ମଞ୍ଜୁର କରିଛନ୍ତି ଏସଆରସି ।

BMC Commissioner
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+