Matric Exam: ମାଟ୍ରିକ ପରୀକ୍ଷା ପାଇଁ ଆଜିଠାରୁ ଆରମ୍ଭ ଫର୍ମ ଫିଲଅପ୍ , ୧୮ ତାରିଖ ପର୍ଯ୍ୟନ୍ତ ଆବେଦନ

୨୦୨୪-୨୫ ଶିକ୍ଷାବର୍ଷର ମାଟ୍ରିକ୍ ପରୀକ୍ଷା ନିମନ୍ତେ ଆଜିଠାରୁ ଫର୍ମ ଫିଲଅପ୍ ପ୍ରକ୍ରିୟା ଆରମ୍ଭ ହେବ । ମାଟ୍ରିକ୍ ରେଗୁଲାର ଓ ଏକ୍ସରେଗୁଲାରର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନ୍‌ଲାଇନରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦ୍ୱାର ହେବ ବୋଲି ବୋର୍ଡ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି ।

ଆଜିଠାରୁ ଆରମ୍ଭ ହେଉଥିବା ଫର୍ମ ପୂରଣ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଅନ୍ୟପଟେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ସିଲାବସ୍ ଅଧାରରେ ପାଠ୍ୟପୁସ୍ତକର ଅଧା କୋର୍ସ ତଥା ଟର୍ମ-୧ ଅନୁସାରେ ବିଦ୍ୟାଳୟ ସ୍ତରରେ ହୋଇଥିବା ଦୁଇଟି ଇଣ୍ଟର୍‌ନାଲ୍ ଆସେସ୍‌ମେଣ୍ଟ ପରୀକ୍ଷା ନମ୍ୱର ଆଜିଠାରୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ୍ୱେବ୍‌ସାଇଟରେ ଅପଲୋଡ୍ କରିବେ ।

Matric Exam

ଆଜିଠାରୁ ଆରମ୍ଭ ହେଉଥିବା ଏହି ମାର୍କ ଅପଲୋଡ୍ ପ୍ରକ୍ରିୟା ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବୋର୍ଡ ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଓ ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଅବଗତ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+