ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ
ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଅପରାହ୍ନରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଅପରାହ୍ମ ୪ଟାରେ ବୋର୍ଡ ଅଫିସ୍ରେ ପ୍ରକାଶ ପାଇବ । ସନ୍ଧ୍ୟା ୬ଟା ପରେ ୱେବ୍ସାଇଟ୍ରେ ଉପଲବ୍ଧ ହେବ , ରେଜଲ୍ଟ ପ୍ରକାଶ କରିବା ପାଇଁ ବୋର୍ଡ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ।

ରାଜ୍ୟରେ ୫ ଲକ୍ଷ ୨୨ ହଜାର ୩୩୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି ।












Click it and Unblock the Notifications