କେବେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ, ଦିନ 11.30ରେ ହେବ ଘୋଷଣା

କଟକ: କେବେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ପୂର୍ବାହ୍ନ 11.30 ରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ନେଇ ତାରିଖ ଘୋଷଣା ହେବ । ଏନେଇ ସୂଚନା ଦେଇଛନ୍ତି ବୋର୍ଡର ଉପସଭାପତି ନିହାର ରଂଜନ ମହାନ୍ତି । ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରାଯିବ । ଆସନ୍ତାକାଲି ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି ଜଣାପଡ଼ିଛି ।
ଏଥର 5 ଲକ୍ଷ 41 ହଜାର 247 ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଥିଲେ ।












Click it and Unblock the Notifications