ମେ' ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ
ମେ' ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ ହେବେ ।

ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଙ୍କ କହିବା ଅନୁସାରେ, OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ୍ ଖାତା ଦେଖା ଆରମ୍ଭ ହେବ । କହିରଖୁଛୁ କି, ଫେବୃଆରୀ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ମୋଟ ୩ ହଜାର ୮୨ଟି ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଲାଗି ଅତିରିକ୍ତ ୫୦ ମିନିଟ ସମୟ ଦିଆଯାଇଥିଲା। ପ୍ରତିଦିନ ଗୋଟିଏ ସିଟିଂରେ ପରୀକ୍ଷା ହୋଇଥିଲା ।
ପରୀକ୍ଷା ପରିଚାଳନା ତଦାରଖ ପାଇଁ ଚତୁଃସ୍ତରୀୟ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଥିଲା। ଚଳିତବର୍ଷ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ସମସ୍ତ ପରୀକ୍ଷା କେନ୍ଦ୍ର ସମେତ ନୋଡାଲ ସେଣ୍ଟରରେ ଲାଇଭଷ୍ଟ୍ରିମିଂ ବ୍ୟବସ୍ଥା ହୋଇଥିଲା ।
-
ଆଜି ବର୍ଷର ପ୍ରଥମ ଚନ୍ଦ୍ର ଗହଣ: ସକାଳ ୬ଟା ୨୦ରୁ ପାକ ତ୍ୟାଗ, ସନ୍ଧ୍ୟା ୬ଟା ୪୭ ପରେ.... -
ରାଜ୍ୟସଭା ପାଇଁ ମୁଁ ସ୍ୱାଧୀନ ପ୍ରାର୍ଥୀ କହିଲେ ଦିଲ୍ଲୀପ ରାୟ -
ବିଜେପି ଘୋଷଣା କଲା ରାଜ୍ୟସଭା ପ୍ରାର୍ଥୀଙ୍କ ନାମ, ରାଜ୍ୟସଭା ଯିବେ ମନମୋହନ ସାମଲ, ସୁଜିତ୍ -
CAA ଆବେଦନଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ପଶ୍ଚିମବଙ୍ଗରେ ଆଉ ୨ଟି କମିଟି ଗଠନ କଲେ କେନ୍ଦ୍ର ସରକାର -
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି କଲେ ରାଜ୍ୟ ସରକାର -
ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି, ରାତିରେ ମହାପ୍ରଭୁଙ୍କ ସୁନାବେଶ -
ପ୍ରତାପ ଷଡ଼ଙ୍ଗୀଙ୍କ ବଡ଼ ବୟାନ ;ବିଜେଡି-କଂଗ୍ରେସ ସବୁବେଳେ ଭିତିରିଆ ସଲାସୁତୁରା -
ଶ୍ରୀମନ୍ଦିର ଦୋଳବେଦୀ ନିକଟ ସମ୍ମୁଖ ଦ୍ବାରରେ ଠେଲାପେଲା ପରିସ୍ଥିତି -
ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆଜି ରଙ୍ଗର ଉତ୍ସବ ହୋଲି, ସାରା ଦେଶରେ ଉତ୍ସବର ମାହୋଲ୍ -
ବନ୍ୟଜନ୍ତୁ ସଂରକ୍ଷଣ କ୍ଷେତ୍ରରେ ଭାରତ ବିଶ୍ୱରେ ଅଗ୍ରଣୀ ଭୂମିକା ନେଇଛି;ଉପରାଷ୍ଟ୍ରପତ -
ଆଜି ପବିତ୍ର ଦୋଳ ପୂର୍ଣ୍ଣମୀ, ଦୋଳ ବେଦୀକୁ ବିଜେ ହେଲେ ମହାପ୍ରଭୁ












Click it and Unblock the Notifications