ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମାଗଣା ମିଳିବ ଟେଷ୍ଟ ପେପର ‘ପରୀକ୍ଷା ଦର୍ପଣ’
ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୦୦ ପୃଷ୍ଠାର ଏହି ବହିରେ ମାଟ୍ରିକ ପରୀକ୍ଷାର ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତର ରହିବ ।
ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର । ପରୀକ୍ଷା ସମ୍ବନ୍ଧିତ ପ୍ରଶ୍ନ-ଉତ୍ତର ପାଇଁ ସରକାର ଦେବେ ଏକ ଟେଷ୍ଟ ପେପର । ଯାହାର ନାମ ରହିଛି 'ପରୀକ୍ଷା ଦର୍ପଣ' । ଏହି ୭୦୦ ପୃଷ୍ଠାର ବହି ଦଶମ ଶ୍ରେଣୀ ପିଲାଙ୍କୁ ଦିଆଯିବ । ଆଜି ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୦୦ ପୃଷ୍ଠାର ଏହି ବହିରେ ମାଟ୍ରିକ ପରୀକ୍ଷାର ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତର ରହିବ ।

ରାଜ୍ୟର ୬ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀଙ୍କୁ ଏହି ବହି ମାଗଣାରେ ଦିଆଯିବ। କରୋନା କଟକଣା ଯୋଗୁ ସ୍କୁଲ ଥିବା ହେତୁ ୭୦ ପ୍ରତିଶତ ସିଲାବସ୍କୁ ନେଇ ପ୍ରସ୍ତୁତ ଏହି ଟେଷ୍ଟ ପେପର୍ ପିଲାଙ୍କୁ ଦିଆଯିବ । ପରୀକ୍ଷାର ଯଥେଷ୍ଟ ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ଏହା ପହଞ୍ଚା ଯିବାକୁ ବ୍ୟବସ୍ଥା ହେବ ବୋଲି ମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ଜାନୁଆରୀ ୮ ତାରିଖରୁ ରାଜ୍ୟରେ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲି ପାଠପଢ଼ା ଚାଲୁ ରହିଛି। ଉଭୟ କ୍ଲାସ ପାଇଁ ୧୦୦ ଦିନ ପାଠ ପଢ଼ା ହେବ। ଶନିବାର ଓ ରବିବାର ସ୍କୁଲ ବନ୍ଦ ରହିବ ନାହିଁ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications