ପ୍ରବଳ ବର୍ଷାରେ ଭିଜିବ ଏହିସବୁ ଜିଲ୍ଲା !
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୁବନେଶ୍ୱର କେନ୍ଦ୍ର ଗୁରୁବାର ଓଡ଼ିଶାରେ ଆଗାମୀ ପାଞ୍ଚ ଦିନି ବର୍ଷା ହେବା ନେଇ ୟେଲୋ ଚେତାବନୀ ଜାରି କରିଛି। ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବିଜୁଳି ଓ ୩୦-୪୦ କିମି ପ୍ରତି ଘଣ୍ଟା ବେଗରେ ପବନ ହେବାର ସମ୍ଭାବନା ରହିଛି।

ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,












Click it and Unblock the Notifications