ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ନେଇ ବୈଠକ ଆରମ୍ଭ, ହୋଇପାରେ ବଡ ଘୋଷଣା

ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ନେଇ ବୈଠକ ଆରମ୍ଭ ହୋଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବାସଭବନରେ ବୈଠକ ଅନୁଷ୍ଠିତ ହେଉଛି । ଜଷ୍ଟିସ୍‌ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଉପସ୍ଥିତ ରହିଛନ୍ତି । ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ମଧ୍ୟ ଉପସ୍ଥିତ। ଆଇନ ମନ୍ତ୍ରୀଙ୍କ ସମୀକ୍ଷା ପରେ ବୈଠକ ନେବେ ମୁଖ୍ୟମନ୍ତ୍ରୀ। ପରେ ରତ୍ନ ଅଳଙ୍କାର ଗଣତି ନେଇ ଘୋଷଣା ହୋଇପାରେ ତାରିଖ ।

treasures
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+