କେନ୍ଦୁଝରରେ ହେବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ, ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଲେ…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝର ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରି ଏହା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁଇ ଷ୍ଟେପ୍‌ ଆଗକୁ ବଢ଼ିଛି, କମ୍ପାନୀ ଟଙ୍କା ଜମା କରିସାରିଛି। ଖୁବ୍‌ଶୀଘ୍ର ଜମି ଅଧିଗ୍ରହଣ କରି କାମ ଆରମ୍ଭ କରାଯିବ।

Mega steel plant to be set up in Keonjhar
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+