ରାଜ୍ୟରେ ଖସୁଛି ପାରଦ, ୨ ଦିନରେ ଖସିବ ତାପମାତ୍ରା, ଜାଣନ୍ତୁ ପାଣିପାଗ ଅପଡେଟ୍
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାରେ ସର୍ବନିମ୍ନ ରାତି ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ଏହା ପରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି।
ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୦ ଡିଗ୍ରୀ ସେଲସିୟସ ଏବଂ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅତି କମରେ ସାତୋଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗୀର ଏବଂ ସୋନପୁର।

ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ସମଗ୍ର ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୨୯ ଡିଗ୍ରୀ ସେଲସିୟସ ଏବଂ ୧୫ ଡିଗ୍ରୀ ସେଲସିୟସ ଆଖପାଖରେ ରହିବ ବୋଲି IMD ପକ୍ଷରୁ କୁହାଯାଇଛି।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications