୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର

ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ କଲା ପାଣିପାଗ ବିଭାଗ । ଆଗାମୀ ୨ରୁ ୩ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ହେଉଛି କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ, ଜୟପୁର, ବାଲେଶ୍ବର, ଗଞ୍ଜାମ । ଏସବୁ ଜିଲ୍ଲାକୁ କୁଆପଥର ମାଡ ସହ କାଳବୈଶାଖୀ ବର୍ଷା ହୋଇପାରେ । ଏହା ସହ ଘଣ୍ଟାକୁ ୬୦ରୁ ୭୦ କିମି ବେଗରେ ପବନ ବହିବା ନେଇ ସୂଚନା ରହିଛି । ରାଜ୍ୟର ୧୮ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି।

rain

ଅନ୍ୟପଟେ ବଜ୍ରପାତରେ ୩ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରରେ ବଜ୍ରପାତ ନେଇଛି ଜୀବନ । ଆଈ ,ନାତୁଣୀଙ୍କ ସହ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ବୃଦ୍ଧ ଗୁରୁତର ହୋଇଥିବା ଜଣାପଡଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+