ମତ୍ସ୍ୟଜୀବୀଙ୍କୁ ସତର୍କ କଲା ପାଣିପାଗ କେନ୍ଦ୍ର, ୨୬ରୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ

ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ କଲା ପାଣିପାଗ କେନ୍ଦ୍ର। ୨୬ ତାରିଖରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ। ସମୁଦ୍ର ଅଶାନ୍ତ ରହିବାରୁ ୨୯ ଯାଏଁ ଭିତରକୁ ନ ଯିବାକୁ ପରାମର୍ଶ ।

fishermen

୨୫ରେ ଅବପାତର ରୂପ ନେବ ଲଘୁଚାପ । ୨୬ ବେଳକୁ ନେବ ଗଭୀର ଅଭପାତର ରୂପ । ୨୭ ସକାଳେ ବାତ୍ୟାର ରୂପ ନେଇପାରେ ଲଘୁଚାପ । ଏବେ ଧୀରେ ଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ ଗତି କରୁଛି । ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି । ବଙ୍ଗୋପସାଗରରେ ବଳ ଗୋଟାଉଛି । ବାତ୍ୟା ପାଇଁ ରହିଛି ଅନୁକୂଳ ପାଗ । ସୂଚନା ଦେଲେ ଭାରତୀୟ ପାଣିପାଗ ବିଭାଗ । ତେବେ ବାତ୍ୟା କେଉଁଠି ମାଡ଼ ହେବ, ସେନେଇ ଏବେ ଯାଏ କୌଣସି ସୂଚନା ମିଳିନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+