୧୫ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

rain in odisha

ଗତକାଲି କାଳବୈଶାଖୀର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି । ଗତକାଲି ଅପରାହ୍ଣ ସୁଦ୍ଧା କଟକରେ ସର୍ବାଧିକ ୨୩ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+