ରାଜ୍ୟର ୧୧ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

କିଛି ସମୟରେ ଟ୍ୱିନ୍‌ ସିଟିରେ ବର୍ଷିବ। ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ବର୍ଷା ପବନ ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଟ୍ୱିନ୍‌ ସିଟି ସହ ରାଜ୍ୟର ୧୧ ଜିଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ରାୟଗଡାରେ କାଳବୈଶାଖୀ ସମ୍ଭାବନା ରହିଛି ।

rain
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+