ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ! ସକାଳ ୭ଟା ୧୫ ସମୟରେ ମୃଦୁ ଭୂମିକମ୍ପ !

ରାଜଧାନୀ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ ନେଇ ଚର୍ଚ୍ଚା । ସକାଳ ୭ଟା ୧୫ ସମୟରେ ମୃଦୁ ଭୂମିକମ୍ପ ଅନୁଭୂତ ସୂଚନା । ୨ରୁ ୩ ସେକେଣ୍ଡ ପାଇଁ ଭୂମିକମ୍ପ ହୋଇଥିବା ସୂଚନା । ଭୀମଟାଙ୍ଗି, ସିଆର୍‌ପି, ନୟାପଲ୍ଲୀ ଅଞ୍ଚଳରେ ଅନୁଭୂତ ସୂଚନା । ତେବେ ଏ ନେଇ ପାଣିପାଗ ବିଭାଗ କିଛି ସ୍ପଷ୍ଟ କରିନି।

Mild earthquake
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+