ଖଣି ମନ୍ତ୍ରୀ ବିଭୂତି ଜେନାଙ୍କ ବଡ଼ ନିଷ୍ପତ୍ତି; କହିଲେ ଆଉ ନିର୍ବାଚନ ଲଢ଼ିବିନି
ଖଣି ମନ୍ତ୍ରୀ ବିଭୂତି ଜେନାଙ୍କ ବଡ଼ ନିଷ୍ପତ୍ତି । କହିଲେ ଆଉ ନିର୍ବାଚନ ଲଢ଼ିବିନି । ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ ବୋଲି ଓଟିଭିକୁ ଦେଲେ ସୂଚନା। ନିର୍ବାଚନ ଲଢ଼ିବାର ଇଛା ନାହିଁ, ଆସନ୍ତା ବର୍ଷ ମୋତେ ୬୦ ବର୍ଷ ହେବ । ୪୫ ବର୍ଷୀୟ ଯୁବକ ରାଷ୍ଟ୍ରୀୟ ଅଧ୍ୟକ୍ଷ, ଯୁବକମାନେ ଆଗକୁ ଆସିବା ଦରକାର । କିନ୍ତୁ ଆଗକୁ ଦଳ ଯେଉଁ ଦାୟିତ୍ୱ ଦେବ ମୁଁ ତାକୁ କରିବି । ନିର୍ବାଚନ ଲଢ଼ିବି ନାହିଁ ବୋଲି ମାନସିକ ପ୍ରସ୍ତୁତି କରି ସାରିଛି ।













Click it and Unblock the Notifications