ବିରୋଧୀ ଦଳ ନେତାଙ୍କୁ ଗିରଫ କରିବାକୁ ଦାବି କଲେ ମନ୍ତ୍ରୀ, ଜାଣନ୍ତୁ କାହିଁକି
ମନ୍ତ୍ରୀଙ୍କ ବିସ୍ଫୋରକ ବୟାନ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ବିଧାନସଭାରେ ଦାବି କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଗୃହ ଭିତରେ ବିଶୃଙ୍ଖଳା ସୃଷ୍ଟି କରିଥିବାରୁ ନବୀନଙ୍କୁ ଗିରଫ କରିବାକୁ ସେ ଦାବି କରିଛନ୍ତି। ବିରୋଧୀ ଦଳ ନେତା ଗୃହର ନିୟମ ଭଙ୍ଗ କରିଥିବା କହିଛନ୍ତି ମହାଲିଙ୍ଗ।
ମହାଲିଙ୍ଗଙ୍କ ଦାବି ହାସ୍ୟାସ୍ପଦ ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ସେ କହିଛନ୍ତି, ପୂର୍ବରୁ ଏଭଳି ଦାବି କରାଯିବାର କୌଣସି ନଜିର ନାହିଁ। ଅନ୍ୟପକ୍ଷରେ ଭାଜପା କହିଛି, ରାଜ୍ୟପାଳଙ୍କ ଅଭିଭାଷଣ ବେଳେ କେହି ବିଶୃଙ୍ଖଳିତ ଆଚରଣ କରିବା କଥା ନୁହେଁ। ଏହା ଏକ ଦଣ୍ଡନୀୟ ଅପରାଧ।ସଂସଦୀୟ ମନ୍ତ୍ରୀ ଯାହା କହିଛନ୍ତି, ତାହା ରୁଲ୍ସ ଆଣ୍ଡ ପ୍ରୋସିଜିୟର ଆଧାରରେ କହିଛନ୍ତି।

ସୂଚନାଯୋଗ୍ୟ, ଆଜି ଦ୍ୱିତୀୟ ଦିନରେ ମଧ୍ୟ ବିଧାନସଭାରେ ଅଚଳାବସ୍ଥା ଲାଗି ରହିଥିଲା। ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଓ ହତ୍ୟା ଧମକ ଦେବା ପ୍ରସଙ୍ଗରେ ବିରୋଧୀ ବିଧାୟକମାନେ ଗୃହରେ ହଙ୍ଗାମା କରିଥିଲେ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications