Get Updates
Get notified of breaking news, exclusive insights, and must-see stories!

ଭଦ୍ରକ ଗସ୍ତରେ ମହିଳା ଓ ଶିଶୁ କଲ୍ୟାଣ ଏବଂ ମିଶନ ଶକ୍ତି ମନ୍ତ୍ରୀ

ମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ପ୍ରଥମ ଥର ଭଦ୍ରକ ଜିଲ୍ଲା ଗସ୍ତରେ ଆସିଛନ୍ତି ମହିଳା ଓ ଶିଶୁ କଲ୍ୟାଣ ଏବଂ ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ। ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।

ଭଦ୍ରକ: ମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ପ୍ରଥମ ଥର ଭଦ୍ରକ ଜିଲ୍ଲା ଗସ୍ତରେ ଆସିଛନ୍ତି ମହିଳା ଓ ଶିଶୁ କଲ୍ୟାଣ ଏବଂ ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ। ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବିଧାୟକ ବ୍ୟୋମକେଶ ରାୟ, ବିଧାୟକ ସଞ୍ଜୀବ ମଲ୍ଲିକ , ପ୍ରଫୁଲ୍ଲ ସାମଲ,ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର ଆଦି ଉପସ୍ଥିତ ଥିଲେ।

minister

ଜିଲ୍ଲାରେ ମହିଳା ଶିଶୁକଲ୍ୟାଣ ଓ ମିଶନ ଶକ୍ତି ବିଭାଗର ବିଭିନ୍ନ ପ୍ରକଳ୍ପ ଓ କାର୍ଯ୍ୟକ୍ରମ ଉପରେ ବିଶେଷ ଭାବେ ଆଲୋଚନା କରାଯାଇ ଆଗକୁ କେମିତି ଭଲ କାମ କରାଯିବ ସେନେଇ ବିଭାଗୀୟ ମନ୍ତ୍ରୀ ଆଲୋଚନା କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+