ବଡ ସୂଚନା ଦେଲେ ମନ୍ତ୍ରୀ; ରାଜ୍ୟରେ ଜାନୁଆରୀ ୧ରୁ ଆରମ୍ଭ ହେବ ଜନଗଣନା

ଜାନୁଆରୀ ୧ରୁ ରାଜ୍ୟରେ ହେବ ଆରମ୍ଭ ହେବ ଜନଗଣନା । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଏଥିସହ ସେ କହିଛନ୍ତି ଯେ, ଯଥାଶୀଘ୍ର ସବୁ ପ୍ରସ୍ତାବ କାମ ଶେଷ କରି ବିଭାଗକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

Suresh Pujari

ରାଜସ୍ୱ ମନ୍ତ୍ରୀଙ୍କ ସୂଚନା ମୁତାବକ, ବଦଳିବ ରିଲିଫ୍ କୋର୍ଡ । କାହିଁକି ନା ରିଲିଫ୍ ହେଉଛି ଏକ ଦୟାର ଶବ୍ଦ । ତେଣୁ ଆଉ ଦୟା ନୁହେଁ, ଏଥର ଲୋକଙ୍କୁ ମିଳିବ ଲୋକଙ୍କ ଅଧିକାର । ରିଲିଫ୍ କୋର୍ଡ, ଅଧିକାର ଆଇନରେ ପରିଣତ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ୨୦୨୧ରେ ଦେଶରେ ଜନଗଣନା ହେବାର ଥିଲା । ହେଲେ କୋଭିଡ୍ କାରଣରୁ ଏହା ସ୍ଥଗିତ ରହିଥିଲା । ହେଲେ ଏବେ ଆସନ୍ତାବର୍ଷରୁ ଦେଶରେ ପୁଣିଥରେ ଆରମ୍ଭ ହେବ ଜନଗଣନା । ଦୀର୍ଘ ୪ ବର୍ଷ ପରେ ଏନେଇ ପ୍ରକ୍ରିୟା ଆରମ୍ଭ ହେଇଛି । ତେବେ ଦୀର୍ଘ ୧ ବର୍ଷ ଧରି ଏହି ପ୍ରକ୍ରିୟା ଚାଲିବ । ଏହା ପୂର୍ବରୁ ୧୯୯୧, ୨୦୦୧, ୨୦୧୧ ଇତ୍ୟାଦିରେ ଜନଗଣନା ହୋଇଥିଲା। ହେଲେ ଏବେ ପ୍ରତି ୧୦ ବର୍ଷରେ ଅର୍ଥାତ ୨୦୩୫, ୨୦୪୫ ଓ ୨୦୫୫ରେ ଜନଗଣନା ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+