ମନ୍ତ୍ରୀ ଦେଲେ ବଡ ସୂଚନା; ଖରାଦିନ ଦୃଷ୍ଟିରେ ରଖି ବଡ ପଦକ୍ଷେପ ନେଇଛନ୍ତି ରାଜ୍ୟସରକାର, ଆଉ ରହିବନି ପାଣି ସଙ୍କଟ

ଖରାଦିନ ଆସିବା ପୂର୍ବରୁ ସରକାରଙ୍କ ପ୍ରସ୍ତୁତି ନେଇ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଖରାଦିନକୁ ଆଖି ଆଗରେ ରଖି ୭୦ ଜନସଂଖ୍ୟା ଥିବା ଗାଁରେ ଗୋଟିଏ ଏବଂ ୭୦ରୁ ଅଧିକ ଜନସଂଖ୍ୟା ଥିଲେ ଦୁଇଟି ନଳକୂପ ତିଆରି ହେବ । ଏନେଇ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ravinarayan nayak

ନଳକୂପ ଖୋଳିବା ପାଇଁ ପୂର୍ବ ସରକାର ପ୍ରକ୍ରିୟା ବନ୍ଦ କରିଥିଲେ। ଉପକୂଳ ଅଞ୍ଚଳରେ ସାଲାଇନ ପାଣି ଥିବାରୁ ଦଶ ବର୍ଷ ପରେ ମଧୁର ପାଣି ସରିଯାଉଛି। ଏଥିପାଇଁ ଅଧିକ ଆଡି ବନ୍ଧ ନିର୍ମାଣ ହେବ। ଖରାଦିନ ପାଇଁ ପାନୀୟ ଜଳ ବ୍ୟବସ୍ଥା ପାଇଁ ସୋଲାର ମାଧ୍ୟମରେ ପାନୀୟ ଜଳ ଦେବେ ସରକାର | ସେହିଭଳି ଅନ୍ୟ ଅସୁବିଧା ହେଲେ ଟ୍ୟାଙ୍କର ମାଧ୍ୟମରେ ଦିଆଯିବ ପାଣି।ଜଙ୍ଗଲ ଅଞ୍ଚଳରେ ସମସ୍ୟା ଥିବାରୁ କେନ୍ଦ୍ରକୁ ପ୍ରସ୍ତାବ ଯାଇଛି । ୨୦୨୫ ମାର୍ଚ୍ଚ ସୁଦ୍ଧା ୭୨ଟି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସରିବ | ୨୦୨୬ ମାର୍ଚ୍ଚରେ ମେଗା ପ୍ରୋଜେକ୍ଟ ସରିବ | ଏନେଇ ଚୁକ୍ତିନାମା ହୋଇଛି । ଆରଡବ୍ଲୁଏସଏସ୍ ଓ ଡିଡବ୍ଲୁଏସଏସ୍ ଦ୍ୱାରା ରିମୋଟ୍ ଅଞ୍ଚଳରେ ପାନୀୟଜଳ ଯୋଗାଣ ପାଇଁ ଜିଲ୍ଲାପାଳ ଓ ସରପଞ୍ଚଙ୍କୁ କ୍ଷମତା ପ୍ରଦାନ କରାଯାଇଛି | ଗ୍ରୀଭାନ୍ସରେ ପ୍ରସ୍ତାବ ଆସିଲେ ତୁରନ୍ତ ହେବ ସମାଧାନ | ସବୁ ପ୍ରକଳ୍ପ ପାଇଁ ଅର୍ଥ ଦିଆଯାଇଛି ।

ମନ୍ତ୍ରୀ ରବି ନାରାୟଣ ନାୟକ ଆହୁରି କହିଛନ୍ତି, ନଳକୂପ ଖୋଳିବା ପାଇଁ ପୂର୍ବ ସରକାର ପ୍ରକ୍ରିୟା ବନ୍ଦ କରିଥିଲେ। ଉପକୂଳ ଅଞ୍ଚଳରେ ସାଲାଇନ ପାଣି ଥିବାରୁ ଦଶ ବର୍ଷ ପରେ ମଧୁର ପାଣି ସରିଯାଉଛି। ଏଥିପାଇଁ ଅଧିକ ଆଡି ବନ୍ଧ ନିର୍ମାଣ ହେବ। ଖରାଦିନ ପାଇଁ ପାନୀୟ ଜଳ ବ୍ୟବସ୍ଥା ପାଇଁ ସୋଲାର ମାଧ୍ୟମରେ ପାନୀୟ ଜଳ ଦେବେ ସରକାର | ସେହିଭଳି ଅନ୍ୟ ଅସୁବିଧା ହେଲେ ଟ୍ୟାଙ୍କର ମାଧ୍ୟମରେ ଦିଆଯିବ ପାଣି।ଜଙ୍ଗଲ ଅଞ୍ଚଳରେ ସମସ୍ୟା ଥିବାରୁ କେନ୍ଦ୍ରକୁ ପ୍ରସ୍ତାବ ଯାଇଛି । ୨୦୨୫ ମାର୍ଚ୍ଚ ସୁଦ୍ଧା ୭୨ଟି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+