ମନ୍ତ୍ରୀ ଦେଲେ ସୂଚନା ; ଭତ୍ତା ଅପେକ୍ଷାରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ

ଭତ୍ତା ଅପେକ୍ଷାରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ । ବିଧାୟକ ସାରଦା ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଆଜି ବିଧାନସଭାରେ ଉତ୍ତର ଦେଇଛନ୍ତି । ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି ୪,୬୪,୮୪୯' ଆବେଦନକାରୀ । ସେହିପରି ଭିନ୍ନକ୍ଷମ ଭତ୍ତା ପାଇଁ ଆବେଦନ କରିଛନ୍ତି ୪୦,୯୨୭' ଲୋକ ।

nituananda gond

ରାଜ୍ୟରେ ବିଧବା ଭତ୍ତା ପାଇଁ ଆବେଦନ କରିଛନ୍ତି ୬୧,୫୭୯' । ଅନ୍ୟପଟେ କୁଷ୍ଠ ରୋଗୀ ଭତ୍ତା ପାଇଁ ଆବେଦନ କରିଛନ୍ତି ୨୬୯ ରୋଗୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+