ବଡ ସୂଚନା ଦେଲେ ମନ୍ତ୍ରୀ ; ସୁଲାଇରେ ହେବ ଜନ ଗଣନା

ଜୁଲାଇରେ ହେବ ଜନଗଣନା । ଏଣୁ ସରକାରଙ୍କ ଡେଡ୍‌ଲାଇନ୍‌ ପରେ ଗଠନ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ । ଏହାପୂର୍ବରୁ ପଡ଼ା ଗାଁରୁ ରାଜସ୍ୱ ଗ୍ରାମ ହେବା ପାଇଁ ଆସିଥିବା ଆବେଦନ ଗୁଡ଼ିକୁ ମଞ୍ଜୁର କରିବାକୁ ଚେଷ୍ଟା କରାଯିବ କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ ।

SURESH PUJARI

ଏଥିପାଇଁ ୧୦୦୦ ଆବେଦନରୁ ୩୦୦ଟି ରାଜସ୍ୱ ଗାଁ ହୋଇ ସାରିଲେଣି । ମୋଡାଲିଟି ଅନୁସାରେ ଯେଉଁ ପଡ଼ା ଓ ଗାଁରେ ୨୫୦ ଲୋକ ଥିବେ ଓ ତାହା ମୂଳ ଗାଁରୁ ୫୦୦ ମିଟର ଦୂରରେ ଥିବ, ତାକୁ ହିଁ ରାଜସ୍ୱ ଗାଁ ମାନ୍ୟତା ମିଳିବ । ନଗର ଉନ୍ନୟନ ବିଭାଗ ପାଖରେ ଅନେକ NAC ଓ ମ୍ୟୁନିସିପାଲିଟି ପାଇଁ ବି ପ୍ରସ୍ତାବ ରହିଛି । ହେଲେ ଥରେ ଜନଗଣନା ଆରମ୍ଭ ହୋଇଗଲେ, ଏ ସବୁ ପ୍ରସ୍ତାବ କାର୍ଯ୍ୟକାରୀ ହୋଇ ପାରିବ ନାହିଁ କହିଛନ୍ତି ସୁରେଶ ପୂଜାରୀ । ତେଣୁ ଜୁନ୍‌ ୩୦ ସୁଦ୍ଧା ସୀମା ପୁନଃନିର୍ଦ୍ଧାରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପଦ୍ମପୁରକୁ ଜିଲ୍ଲା ଘୋଷଣା କରିବା ନେଇ ଆମ ସକରାତ୍ମକ ରହିବା ଦରକାର ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+