ରାସନ୍‌ କାର୍ଡ ହିତାଧିକାରୀଙ୍କ ପାଇଁ ବଡ ସୂଚନା ଦେଲେ ମନ୍ତ୍ରୀ, କହିଲେ ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ

ରାସନ୍‌ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ ବୋଲି ମନ୍ତ୍ରୀ କହିଛନ୍ତି । ଯେଉଁମାନେ ଆଜି e-KYC ନକରିବେ ୩ ମାସ କାର୍ଡ ସସ୍‌ପେଣ୍ଡ୍‌ ହେବ । ୩ ମାସ ଭିତରେ e-KYC କଲେ କାର୍ଡ ପୁନଃ ସଚଳ, ନଚେତ୍‌ କଟିଯିବ । ଏଯାବତ ୨୦ ଲକ୍ଷ ୫୮ ହଜାର e-KYC କରି ନାହାନ୍ତି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି।

ration card
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+