ମନ୍ତ୍ରୀ ଦେଲେ ବଡ ସୂଚନା; ୨୦୨୬-୨୭ ଶିକ୍ଷା ବର୍ଷରେ ଲାଗୁହେବ ନୂଆ ସିଲାବସ୍‌’

ବଡ ସୂଚନା ଦେଲେ ମନ୍ତ୍ରୀ । ନୂଆ ସିଲାବସ୍‌ ଲାଗୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା । ୨୦୨୬-୨୭ ଶିକ୍ଷା ବର୍ଷରେ ଲାଗୁହେବ ନୂଆ ସିଲାବସ୍‌' । 'NEP ଲାଗୁ ପରେ ସିଲାବସ୍‌ ପରିବର୍ତ୍ତନ ପାଇଁ କମିଟି ହୋଇଛି' । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବଦଳିବ ସିଲାବସ୍‌' । ଭାଷା, ସଂସ୍କୃତି, ଐତିହ୍ୟକୁ ଆଧାର କରି ଆସିବ ନୂଆ ସିଲାବସ୍‌' । କମିଟି ତର୍ଜମା କରୁଛି, ରାଜ୍ୟ ପାଇଁ ଯାହା ଠିକ୍‌ ହେବ ସ୍ଥାନ ।

nityanda gond
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+