ବିରୋଧୀଙ୍କୁ କଡା ଜବାବ ଦେଲେ ମନ୍ତ୍ରୀ, କହିଲେ ଭୁବନେଶ୍ୱରରେ ହେବ ମେଟ୍ରୋ

ବିଜେଡି ମିଛ କହୁଛି । ଆମେ କହିଛୁ କେନ୍ଦ୍ରର ସହାୟତାରେ ମେଟ୍ରୋ କରାଯିବ । ସେଥିପାଇଁ କମିଟି ନିଷ୍ପତ୍ତି ନେଇଛି ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି । ଏହା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓଙ୍କୁ ଦାୟିତ୍ୱ ଦେଇଛନ୍ତି । ବର୍ତ୍ତମାନ ଓ ଭବିଷ୍ୟତ ପାଇଁ ମେଟ୍ରୋର ଆବଶ୍ୟକତା ଅଛି ।

krushna mahapatra

ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ବଢିଛି । ଏହାର ସମାଧାନ ପାଇଁ ନିଷ୍ପତ୍ତି ହୋଇଛି । କଳ୍ପନା ପାଖରୁ ନନ୍ଦନକାନନକୁ ଯାଇଥିବା ରାସ୍ତାକୁ ପ୍ରଥମେ ଓଭର ବ୍ରିଜ ନିର୍ମାଣ ହେବ। ବୃହତ ଭୁବନେଶ୍ୱର ପାଇଁ ଏହି ଯୋଜନା ହୋଇଛି। ଏହା ପରେ ମେଟ୍ରୋ ନିଷ୍ପତ୍ତି ହେବ । ତର ତର ହେଲେ ହେବ ନାହିଁ । ଏହା ଦୀର୍ଘ ସ୍ଥାୟୀ । ସେଥିପାଇଁ ପୁରା ଟିମ୍ ଲାଗିଛି। ଲୋକଙ୍କ ଉପଯୋଗୀ ହେବ ସେ ନିଷ୍ପତ୍ତି କମିଟି ନେବ ବୋଲି ମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+