ବଡ ଘୋଷଣା କଲେ ମନ୍ତ୍ରୀ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର
ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର। ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। 'ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ' । ପୂର୍ବରୁ ୧ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଯୋଜନାରେ ସାମିଲ୍ କରାଯାଇଛି ।













Click it and Unblock the Notifications