ବଡ ଘୋଷଣା କଲେ ମନ୍ତ୍ରୀ, ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ୍ କଲେଜ୍

ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ୍ କଲେଜ୍ । ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ MBBS କଲେଜ୍ ହେବ' । ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗିରରେ ୪ଟି ଡେଣ୍ଟାଲ୍ କଲେଜ୍ ହେବ' । ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ୍ କରାଯିବ'। ଏନେଇ ବଜେଟ୍ ଅନୁମୋଦନ ମିଳିଛି ।

mukesh mahaling
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+