ବଡ ଘୋଷଣା କଲେ ମନ୍ତ୍ରୀ; ଟ୍ୱିନ୍‌ ସିଟିରେ ହେବ ଆଇଟି ପାର୍କ

ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ । ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ । IT ଶିଳ୍ପ ପାଇଁ ତିଆରି ହେବ ପ୍ଲଗ୍‌ ଆଣ୍ଡ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌ ଏରିଆ'। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ ମିଟରର ହେବ ବିଲ୍ଟ ଅପ୍‌ ଏରିଆ'।

puthiraj harichandan

୫ ବର୍ଷରେ ସଡ଼କ ନିର୍ମାଣରେ ଖର୍ଚ୍ଚ ହେବ ୨ ଲକ୍ଷ ୩୦ ହଜାର କୋଟି' । ରାଜ୍ୟର ୫ ବଡ଼ ସହର ସମେତ ୧୧ ସହରରେ ତିଆରି ହେବ ରିଙ୍ଗ ରୋଡ'। ବ୍ରହ୍ମପୁରରୁ ଜୟପୁର ମଧ୍ୟରେ ନିର୍ମାଣ ହେବ ଗ୍ରୀନ୍‌ ଫିଲ୍ଡ କରିଡର'। ୫ ବର୍ଷରେ ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା' ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+