ବଡ ଘୋଷଣା କଲେ ମନ୍ତ୍ରୀ : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦେଖି ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ବିଲ୍ ଦେଇ ନପାରିଲେ କଟିବନ

ବଡ ଘୋଷଣା କଲେ ମନ୍ତ୍ରୀ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦେଖି ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ବିଲ୍ ଦେଇ ନପାରିଲେ କଟିବନି ବିଦ୍ୟୁତ' । ଉପଭୋକ୍ତା ବିଲ୍ ନ ଦେଇ ପାରିଲେ ବି କଟିବନି ବିଦ୍ୟୁତ । ଗ୍ରୀଷ୍ମପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ।

suresh pujari

'ବିଲ୍ ଦେଇ ନଥିବା ଉପଭୋକ୍ତାଙ୍କ ବିଦ୍ୟୁତ ନ କାଟିବାକୁ ନିର୍ଦ୍ଦେଶ ଦିଆଯାଇଛି' । ଅଘୋଷିତ ବିଦ୍ୟୁତ କାଟ୍ ନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି' । ଅଚଳ ନଳକୂପ ୪୮ ଘଣ୍ଟା ମଧ୍ୟରେ ମରାମତି ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଗୃହପାଳିତ ଓ ବୁଲା ପଶୁପକ୍ଷୀଙ୍କ ପାଇଁ ଆଶ୍ରୟସ୍ଥଳୀ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+