ବଡ ଘୋଷଣା କଲେ ମନ୍ତ୍ରୀ , ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା
ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସହାୟତା । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ଆଇନ ବିଭାଗ' । 'ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ମିଳିବ ସହାୟତା' । ଅନେକ ଆବେଦନ ଆସିଛି, ଯେଉଁମାନେ କରିନାହାନ୍ତି ବିଚାର ହେବ' ।












Click it and Unblock the Notifications