ଜାତୀୟ ଶିକ୍ଷାନୀତି ଲାଗୁ ପାଇଁ ବିଭିନ୍ନ ସ୍କୁଲ ବୁଲିଲେ ଗଣଶିକ୍ଷା ମନ୍ତ୍ରୀ

ଏନଇପି କାର୍ଯ୍ୟକାରୀ ନେଇ ଗଣଶିକ୍ଷା ବିଭାଗର ପ୍ରସ୍ତୁତି ଜୋରସୋରରେ ଚାଲିଛି । ବିଭିନ୍ନ ସ୍କୁଲ ବୁଲି ସ୍ଥିତି ପରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସ୍କୁଲରେ ଆବଶ୍ୟକୀୟ ଶିକ୍ଷକ ଓ କର୍ମଚାରୀ ଅଛନ୍ତି କି ନାହିଁ, ମନ୍ତ୍ରୀ ତାହାର ଯାଞ୍ଚ କରିଛନ୍ତି । ଭିତ୍ତିଭୂମିର ବିକାଶ ହୋଇଛି କି ନାହିଁ, ସେନେଇ ମନ୍ତ୍ରୀ ସମୀକ୍ଷା କରିଛନ୍ତି । ଏହାକୁ ନେଇ ଅଭିଭାବକଙ୍କ ଠାରୁ ମତାମତ ନେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

nityananda gond

ତେବେ ଏହି ସମୀକ୍ଷା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ନିଜର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଯେ, 'ସ୍କୁଲ ଭିତ୍ତିଭୂମି ବିକାଶ ଆମର ଫୋକସ । ଶ୍ରେଣୀଗୃହ, ଖେଳ ପଡ଼ିଆର ବିକାଶର ଆବଶ୍ୟକତା ରହିଛି । ଆମ ସରକାର ଆସିଲା ପରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିଛୁ । ଖାଲି ପଦବୀ ପୂରଣ ଉପରେ ପ୍ରକ୍ରିୟା ଜାରି ରହିଛି । ବଜେଟରେ ୩୧ ହଜାର କୋଟିର ବ୍ୟବସ୍ଥା କରାଯାଇଛି । ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ହେବ । ଶିକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଉଛି ।'

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+