ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା
ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା । ରାଜ୍ୟ ସରକାର ଏହାକୁ ତର୍ଜମା କରିବେ କହିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଶିକ୍ଷକଙ୍କ ସ୍ୱାର୍ଥ ବି ଦେଖିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ମନ୍ତ୍ରୀ। ସବୁ ଦିଗକୁ ବିଚାର କରିବା ସହ ଶିକ୍ଷକଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦିଆଯିବ ।













Click it and Unblock the Notifications