ଯୋଗାଣ ମନ୍ତ୍ରୀ ବଡ ସୂଚନା ; ଜାନୁଆରୀ ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି

ଜାନୁଆରୀ ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି । ବୟସାଧିକ କାରଣରୁ ଯେଉଁମାନେ ଇ-କେୱାଇସି କରିନାହାନ୍ତି ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି । ଅନ୍ୟପଟେ ଯେଉଁମାନେ ବାହାର ରାଜ୍ୟରେ ରହୁଛନ୍ତି ସେମାନଙ୍କ ଇ-କେୱାଇସି ପାଇଁ ବାହାର ରାଜ୍ୟକୁ ସରକାରୀ ଅଧିକାରୀ ଯିବେ ବୋଲି ମଧ୍ୟ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ନିକଟରେ ଗୋଆରେ ଥିବା କିଛି ଲୋକଙ୍କ ଇ-କେୱାଇସି କରାଯାଇଥିବା ସୂଚନା ଦିଆଯାଇଛି ।

Krishna patra

ମନ୍ତ୍ରୀ ତଥ୍ୟ ଦେଇ କହିଛନ୍ତି, ସମସ୍ତଙ୍କର ଇ-କେୱାଇସି କରିବେ ସରକାର । ବର୍ତ୍ତମାନ ସୁଦ୍ଧା ୫୦ଲକ୍ଷ ହିତାଧିକାରୀ ଇ-କେୱାଇସି କରିନାହାନ୍ତି । ବର୍ତ୍ତମାନ ସୁଦ୍ଧା ୮୫ପ୍ରତିଶତ ଇ-କେୱାଇସି ସରିଲାଣି, ବାକି ଆସନ୍ତା ୧୫ତାରିଖ ସୁଦ୍ଧା ସରିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+