Get Updates
Get notified of breaking news, exclusive insights, and must-see stories!

20 ମନ୍ତ୍ରୀଙ୍କ ଇସ୍ତଫା, ଜାଣନ୍ତୁ କିଏ କିଏ ଦେଲେ ଇସ୍ତଫା

ରାଜ୍ୟ କ୍ୟାବିନେଟରୁ ସାମୁହିକ ମନ୍ତ୍ରୀଙ୍କ ଇସ୍ତଫା । ମନ୍ତ୍ରୀ ମଣ୍ଡଳରେ ପରିବର୍ତ୍ତନ ସହିତ ନୂତନ ମନ୍ତ୍ରୀମଣ୍ଡଳ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ତ୍ରୀମଣ୍ଡଳରେ ଥିବା ସମସ୍ତ ୨୦ ଜଣ ମନ୍ତ୍ରୀ ଇସ୍ତଫା ପ୍ରଦାନ କରିଛନ୍ତି । ଏଥିସହିତ ବାଚ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରୁ ସାମୁହିକ ମନ୍ତ୍ରୀଙ୍କ ଇସ୍ତଫା । ମନ୍ତ୍ରୀ ମଣ୍ଡଳରେ ପରିବର୍ତ୍ତନ ସହିତ ନୂତନ ମନ୍ତ୍ରୀମଣ୍ଡଳ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ତ୍ରୀମଣ୍ଡଳରେ ଥିବା ସମସ୍ତ 20 ଜଣ ମନ୍ତ୍ରୀ ଇସ୍ତଫା ପ୍ରଦାନ କରିଛନ୍ତି । ଏଥିସହିତ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମଧ୍ୟ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି ।

Naveen

ଆଜି ଇସ୍ତଫା ଦେଇଥିବା ମନ୍ତ୍ରୀମାନେ ହେଉଛନ୍ତି କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି । ଖଣି, ଇସ୍ପାତ ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ।

ଖାଦ୍ୟ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ, ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ଏସସି, ଏସଟି ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା, ଓଡ଼ିଆ ଭାଷା ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବୟନ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+