ବାଲି ମାଫିଆଙ୍କ ପାଇଁ ସରକାରଙ୍କ ବଡ଼ ପଦକ୍ଷେପ, ଏଣିକି ବାଲି....

ଭୁବନେଶ୍ବର: ବାଲି ମାଫିଆଙ୍କୁ ରୋକିବା ଲାଗି ରାଜ୍ୟ ସରକାର କରୁଛନ୍ତି ଯୋଜନା । ଏନେଇ ପୂର୍ବ ସରକାରଙ୍କୁ ଦୋଷ ଦେବା ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପୂର୍ବରୁ ବାଲି ରାଜସ୍ୱ ବିଭାଗରେ ଥିଲା। ହେଲେ କାହିଁକି ବାଲିକୁ ଅଲଗା କରି ଖଣି ବିଭାଗକୁ ଦେଲେ ପୂର୍ବତନ ସରକାର ଜଣାନାହିଁ। ବାଲି ଖଣିଜ ପଦାର୍ଥର ତାଲିକାଭୁକ୍ତ ହେଲା କେମିତି? ବାଲି ଖନନ ହୁଏ ନାହିଁ, ସଂଗ୍ରହ ହୁଏ। ଏ ବିଷୟରେ ଅଧ୍ୟୟନ କରାଯାଉଛି। ବାଲି ଚୋରି ଅଭିଯୋଗ ମଧ୍ୟ ହସ୍ତଗତ ହୋଇଛି। ଆଇନ ଉଲଂଘନର ଅଭିଯୋଗ ମଧ୍ୟ ଆସୁଛି।

ବାଲି ମାଫିଆଙ୍କ ଦୌରତ୍ମ୍ୟ ବଡ଼ ସମସ୍ୟା ହୋଇଛି। ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ପଡ଼ିବ। ପୁରୁଣା ଆଇନକୁ ସଂଶୋଧନ କରାଯିବ, ଯେଉଁ ଆଇନର ଆବଶ୍ୟକ ନାହିଁ ତାକୁ ରଦ୍ଦ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଏହି ପ୍ରସଙ୍ଗକୁ ନେଇ ପୂର୍ବ ସରକାରଙ୍କୁ ଦୋଷ ଦେବା ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପୂର୍ବରୁ ବାଲି ରାଜସ୍ୱ ବିଭାଗରେ ଥିଲା।

ହେଲେ କାହିଁକି ବାଲିକୁ ଅଲଗା କରି ଖଣି ବିଭାଗକୁ ଦେଲେ ପୂର୍ବତନ ସରକାର ଜଣାନାହିଁ। ବାଲି ଖଣିଜ ପଦାର୍ଥର ତାଲିକାଭୁକ୍ତ ହେଲା କେମିତି? ବାଲି ଖନନ ହୁଏ ନାହିଁ, ସଂଗ୍ରହ ହୁଏ। ଏ ବିଷୟରେ ଅଧ୍ୟୟନ କରାଯାଉଛି। ବାଲି ଚୋରି ଅଭିଯୋଗ ମଧ୍ୟ ହସ୍ତଗତ ହୋଇଛି। ଆଇନ ଉଲଂଘନର ଅଭିଯୋଗ ମଧ୍ୟ ଆସୁଛି।

sand mafia

ବାଲି ପରିବହନ ବେଳେ ବଡ଼ ବଡ଼ ଗାଡ଼ି ଦ୍ଵାରା ରାସ୍ତା ଖରାପ ହେଉଛି । ଜଳ ସମ୍ପଦ ବିଭାଗର ମଧ୍ୟ ମତ ନିଆଯାଇଛି। ବାଲି ଚୋରି ରୋକିବା ସହ ଆବଣ୍ଟନ ବ୍ୟବସ୍ଥିତ କରିବା ପାଇଁ ସରକାର ବ୍ୟବସ୍ଥା କରୁଛନ୍ତି ମନ୍ତ୍ରୀ କହିଛନ୍ତି। ସେ ଆହୁରି କହିଛନ୍ତି, ବାଲି ପରିବହନ ବେଳେ ବଡ଼ ବଡ଼ ଗାଡ଼ି ଦ୍ଵାରା ରାସ୍ତା ଖରାପ ହେଉଛି। ଜଳ ସମ୍ପଦ ବିଭାଗର ମଧ୍ୟ ମତ ନିଆଯାଇଛି। ବାଲି ଚୋରି ରୋକିବା ସହ ଆବଣ୍ଟନ ବ୍ୟବସ୍ଥିତ କରିବା ପାଇଁ ସରକାର ବ୍ୟବସ୍ଥା କରୁଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+