ବାତ୍ୟା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି କହିଲେ ମନ୍ତ୍ରୀ ସୁରେଶ ପୂଜାରୀ
ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସୂଚନା। ବାତ୍ୟା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି କହିଲେ ମନ୍ତ୍ରୀ ସୁରେଶ ପୂଜାରୀ । ବର୍ତ୍ତମାନ ଉପକୂଳ ଠାରୁ ପ୍ରାୟ ୧୦୦୦ କିମି ଦୂରରେ ସମ୍ଭାବ୍ୟ ବାତ୍ୟା ରହିଛି ।
୨୫ ତାରିଖ ପରେ ସ୍ପଷ୍ଟତା ଆସିଲେ ଅନ୍ୟ ପ୍ରସ୍ତୁତି କରାଯିବ' । ଓଡ଼ିଶା ଅପେକ୍ଷା ତାମିଲନାଡୁରେ ପ୍ରଭାବ ଅଧିକ ରହିପାରେ ବୋଲି ଆକଳନ ।
ବଙ୍ଗୋପସାଗରରେ ୨ଟି ସିଷ୍ଟମ ରହିଛି, ଏକାଠି ହେଲେ ଭୀଷଣ ବାତ୍ୟା ହୋଇପାରେ । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟତା ନାହିଁ, ସବୁ ସ୍ଥିତି ପାଇଁ ଆମେ ପ୍ରସ୍ତୁତ।













Click it and Unblock the Notifications