ମନ୍ତ୍ରୀଙ୍କ ବଡ ଘୋଷଣା; ପୁରାଣ ହେବ ୧ ଲକ୍ଷ ୫୦ ହଜାର ପଦବୀ
ଖାଲି ପଡିଥିବା ମୋଟ ୩୪ ହଜାର ୬୮୬ ଖାଲି ପଦବୀକୁ ଆସନ୍ତା ଡିସେମ୍ବର ସୁଦ୍ଧା ପୂରଣ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି ବୋଲି ବିଧାନସଭାରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି।

ସେହିପରି ଚଳିତମାସ ଶେଷ ସୁଦ୍ଧା ସ୍କୁଲ ଓ ଗଣଶିକ୍ଷା ବିଭାଗର ସର୍ବାଧିକ ଖାଲି ପଡିଥିବା ୨୧ ହଜାର ୯୭୯ ପଦବୀ ପୂରଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।












Click it and Unblock the Notifications