ମନ୍ତ୍ରୀଙ୍କ ବଡ଼ ଘୋଷଣା;ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ
ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ। ଆଦିବାସୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ଉଦ୍ଦେଶ୍ୟରେ ଏହା ନିର୍ମାଣ ହେବ। ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ବଡ଼ ଯୋଜନା ଆଣିବାକୁ ସରକାର ଚଳାଇଛନ୍ତି ମାନସ ମନ୍ଥନ।୧ମ ପର୍ଯ୍ୟାୟରେ ଜନଜାତି ଉନ୍ନୟନ ପରିଷଦ ଜିଲାରେ ନିର୍ମାଣ ହେବ।ଏଥିପାଇଁ ୧୦୦ କୋଟିର ବ୍ୟୟ ବରାଦ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।












Click it and Unblock the Notifications