ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ,ପଞ୍ଚାୟତସ୍ତରରେ ଜଳଛତ୍ର ଖୋଲିବାକୁ ଚିଠି

କଡା ନିର୍ଦ୍ଦେଶ ଦେଲେ ମନ୍ତ୍ରୀ । ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ । ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ରବି ନାଏକ । ୭୧ ଜନସଂଖ୍ୟା ବିଶିଷ୍ଟ ଗାଁରେ ନୂଆ ନଳକୂପ ଖନନ ହେବ' ।

rabi nayak

ବସୁଧା ଯୋଜନାରେ ସୋଲାର ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ମଧ୍ୟ ନିର୍ଦ୍ଦେଶ । ପଞ୍ଚାୟତସ୍ତରରେ ଜଳଛତ୍ର ଖୋଲିବାକୁ ଚିଠି କରାଯାଇଥିବା କହିଲେ । ମେଗା ପାନୀୟ ଜଳ ପ୍ରକଳ୍ପ କାମ ଠିକ୍‌ ସମୟରେ ସାରିବାକୁ ନିର୍ଦ୍ଦେଶ' ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+