ପୋଖରୀରେ ବୁଡ଼ି ନାବାଳକ ନିଖୋଜ, ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଖୋଜାଖୋଜି

ପୋଖରୀରେ ବୁଡି ଛାତ୍ର ନିଖୋଜ । ଗାଧୋଇବାକୁ ଯାଇଥିବାବେଳେ ପାଣିରେ ବୁଡି ନିଖୋଜ ହୋଇଯାଇଛନ୍ତି । ଛାତ୍ର ଜଣକ ହେଉଛନ୍ତି ଟାଙ୍ଗରିଆପାଳ ଅଞ୍ଚଳର ସମୀର ବେହେରା । ସମୀର ଦଶମ ଶ୍ରେଣୀର ଛାତ୍ର । କେନ୍ଦୁଝର ନରଣପୁର ରତ୍ନା ସାହିରେ ଥିବା ନିଜ ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଆସିଥିଲେ ।

missing

ତେବେ ଆଜି ସକାଳୁ ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡି ନିଖୋଜ ହୋଇଯାଇଛନ୍ତି । ବହୁ ଖୋଜାଖୋଜି କରିବା ପରେ ବି କୌଣସି ଖୋଜ ଖବର ମିଳିନଥିଲା । ତେବେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ଖୋଜା ଖୋଜି ଜାରି ରଖିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+