ନାବାଳିକାକୁ ନିଆଁ ଲଗାଇଦେବା ଘଟଣା ; ଦୋଷୀଙ୍କୁ ତୁରନ୍ତ ଗିରଫ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ

ବଳଙ୍ଗା ଥାନା ଅଞ୍ଚଳରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣା। ଦୋଷୀଙ୍କୁ ତୁରନ୍ତ ଗିରଫ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ, ଝିଅ AIIMS ସ୍ଥାନାନ୍ତରିତ। ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ । ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ।

prabhati poarida

ସୂଚନା ଯୋଗ୍ୟ ଯେ,ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ । ସାଇକେଲ ରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି ।

ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ମଜସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ବଳଙ୍ଗା ପୋଲିସ ର ଛାନ ଭିନ୍‌। ବାଲେଶ୍ବର ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବାବେଳେ ଏବେ ନିମାପଡ଼ାର ଏ ଘଟଣା ସଭ୍ୟ ସମାଜ ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+