ନିମାପଡ଼ା ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଜିଅନ୍ତା ଜାଳିଦେବା ଘଟଣା: ଏପର୍ଯ୍ୟନ୍ତ ପୋଲିସ ହାତ ଖାଲି

ନିମାପଡ଼ା ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଜିଅନ୍ତା ଜାଳିଦେବା ଘଟଣାରେ ଏପର୍ଯ୍ୟନ୍ତ ଗିରଫ ହୋଇ ନାହାନ୍ତି ଅପରାଧୀ । ଅପରାଧୀଙ୍କୁ ଧରିବା ପାଇଁ ଜୋରଦାର ହେଉଛି ତନାଘନା । ବିଭିନ୍ନ ସ୍ଥାନରେ ରେଡ୍ କରୁଛି ପୋଲିସ । ଘଟଣା ସ୍ଥଳରେ ତଦନ୍ତ କରିଛନ୍ତି ପୋଲିସର ବଡ଼ ଅଧିକାରୀ ।

ଖୁବ ଶୀଘ୍ର ଅପରାଧୀ ଧରାପଡ଼ିବେ ବୋଲି କହିଛନ୍ତି ଡିଜିପି । ଘଟଣାସ୍ଥଳରେ ଡଗ ସ୍କ୍ବାଡ୍ ଓ ସାଇଣ୍ଟିଫିକ୍ ଟିମ୍ ଛାନବିନ କରିଛନ୍ତି । ଅପରାଧୀ ଖୁବ ଶୀଘ୍ର ଧରାପଡ଼ିବେ ବୋଲି କହିଛନ୍ତି ପୋଲିସ ଡିଜି ।

Minor girl student burnt alive in Nimapada Balanga

ଗତକାଲି ନାବାଳିକାଙ୍କୁ ରାସ୍ତା କଡ଼ରେ ଏକ ନିଛାଟିଆ ସ୍ଥାନରେ ପେଟ୍ରୋଲ ପକାଇ ଜାଳି ଦେଇଥିଲେ ଦୁର୍ବୃତ୍ତ । ୩ ଜଣ ବାଇକରେ ଆସି ନାବାଳିକାଙ୍କୁ ଜିଅନ୍ତା ଜାଳି ହତ୍ୟା ଉଦ୍ୟମ ପରେ ଫେରାର ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି ନାବାଳିକା । ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ଶରୀରର ୭୦ ପ୍ରତିଶତ ଜଳି ଯାଇଛି । ଗତକାଲି ତାଙ୍କ ବୟାନ ରେକର୍ଡ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+