ଲଘୁ ଖଣିଜ ଚୋର, ଖଣି ମାଫିଆ ଓ ବାଲି ମାଫିଆଙ୍କୁ ନିଶ୍ଚିହ୍ନ କରାଯିବ ; କଠୋର ଚେତବାନୀ ଦେଲେ ଖଣି ମନ୍ତ୍ରୀ
ଲଘୁ ଖଣିଜ ଚୋର, ଖଣି ମାଫିଆ ଓ ବାଲି ମାଫିଆଙ୍କୁ ନିଶ୍ଚିହ୍ନ କରାଯିବ । କଠୋର ଚେତବାନୀ ଦେଲେ ଖଣି ମନ୍ତ୍ରୀ ବିଭୂତି ଜେନା । ସମ୍ପୂର୍ଣ୍ଣ ନିଶ୍ଚିହ୍ନ କରିବା ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ଆକ୍ସନ ଜାରି ରହିବ। ନୂଆ ଆଇନକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଗାଡ଼ି ଜବତ କରାଯାଇଛି । କେହି ବି ସରକାରଙ୍କ ନଜରରୁ ବର୍ତ୍ତି ପାରିବେନି, ଦୃଢ଼ କାର୍ଯ୍ୟାନୁଷ୍ଠାନ। ଆଗକୁ ଆହୁରି ବଡ଼ ଧରଣର ଆକ୍ସନ ହେବ ବୋଲି କହିଛନ୍ତି ବିଭୂତି ଜେନା













Click it and Unblock the Notifications